www.samajalive.in
Wednesday, December 10, 2025
26.1 C
Bhubaneswar

ପରଲୋକରେ ସମାଜସେବୀ ସରସ୍ଵତୀ

ଡେସ୍କ : ବ୍ରହ୍ମବିଦ୍ୟା ସମିତିର ସଭ୍ୟା, ସମାଜସେବୀ ଏବଂ ଯାଜପୁର ଜିଲ୍ଲା ମହିଳା କଂଗ୍ରେସର ପୂର୍ବତନ ସଭାନେତ୍ରୀ ସରସ୍ଵତୀ ପତିଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା। ଗତକାଲି ବିଳମ୍ବିତ ରାତିରେ କଟକ ସିଡିଏ ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ସୋମବାର ସକାଳେ ସତିଚଉରା ସ୍ଥିତ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି । ସାନପୁଅ ଭବତୋଷ ମୁଖାଗ୍ନି ଦେଇଥିଲେ।

ସେ ବହୁ ବର୍ଷ ହେବ କର୍କଟ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। ତାଙ୍କର ଶେଷ ଦର୍ଶନ ପାଇଁ ଉତ୍କଳ ବ୍ରହ୍ମବିଦ୍ୟା ସମିତି କଟକ ଶାଖାର ସଭ୍ୟଙ୍କ ସମେତ ବହୁ ବ୍ୟକ୍ତି ସତୀଚଉରା ଠାରେ ପହଞ୍ଚିଥିଲେ। ତାଙ୍କ ସ୍ୱାମୀଙ୍କ ବ୍ୟତୀତ ତାଙ୍କର ଦୁଇ ପୁଅ ଓ ଦୁଇ ଝିଅ ଅଛନ୍ତି ।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories