www.samajalive.in
Sunday, December 14, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଭୁବନେଶ୍ୱର : ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା..

ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ..

- Advertisement -

ବାୟୁମଣ୍ଡଳର ୩.୧ ରୁ ୭.୬ କିମି ମଧ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ..

ଭୁବନେଶ୍ୱର : ଡେଙ୍ଗୁ ସ୍ଥିତି ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା..

ଡେଙ୍ଗୁ ବଢିନି,ସ୍ଥିର ଅବସ୍ଥାରେ ଅଛି..

ଭୁବନେଶ୍ୱରରେ ଦୈନିକ ୮୦ ରୁ ୧୦୦ ଡେଙ୍ଗୁ ରୋଗୀ ଚିହ୍ନଟ..

ଏସିଆ କପ୍ କ୍ରିକେଟ : ଆଜି ସୁପର-୪ରେ ଭାରତ ଶ୍ରୀଲଙ୍କା ମୁକାବିଲା..

ମରକ୍କୋ ଭୂକମ୍ପ : ମୃତ୍ୟୁ ସଂଖ୍ୟା ୨୮୦୦ ଟପିଲା..

ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ ବୈଠକ..

ସବୁ ଜିଲ୍ଲାପାଳ ସାମିଲ..

ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନରେ ବୈଠକ..

ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ନେଇ ବିଭାଗୱାରୀ ସମୀକ୍ଷା..

କ୍ୟାପିଟାଲ ହସ୍ପିଟାଲରେ ଆବର୍ଜନା ଗନ୍ଧରେ ନାକ ଫାଟୁଛି..

ସଫେଇ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁଁ ସଫା ହୋଇପାରୁନି ଆବର୍ଜନା..

ମହାନଦୀରେ ଖସିପଡିଥିବା ବୃଦ୍ଧ ସୁରକ୍ଷିତ ଉଦ୍ଧାର..

୬୯ ବର୍ଷର ବୃଦ୍ଧ ବ୍ୟକ୍ତିଙ୍କୁ ସୁରକ୍ଷିତ ଉଦ୍ଧାର କଲେ ଅଗ୍ନିଶମ ଟିମ୍‌‌..

ସେଲ୍‌‌ଫି ନେଲା ବେଳେ ଖସି ପଡିଥିବା କହିଲେ ଉଦ୍ଧାର ବୃଦ୍ଧ..

ବଣାଇ : ହାତୀ ଉପଦ୍ରବ ପାଇଁ ବନ କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ମାଡ..

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories