www.samajalive.in
Sunday, December 14, 2025
16.1 C
Bhubaneswar

ଭିଜିଲାନ୍ସ ଜାଲରେ ଏଏସଓ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଆସିଣ୍ଟାଣ୍ଟ୍‌ ସେକ୍ସନ ଅଫିସର(ଏଏସଓ) ସୌମ୍ୟରଞ୍ଜନ ଦାଶ। ୫ହଜାର ଟଙ୍କା ଲାଞ୍ଚ ନେବା ବେଳେ ଜଳସମ୍ପଦ ବିଭାଗ ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟର ଏଏସଓ ସୌମ୍ୟରଞ୍ଜନ ଦାଶ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଗୃହ ଋଣ ଅନୁମୋଦନ କରାଇଦେବାକୁ ଜଣେ ବ୍ୟକ୍ତିଙ୍କଠାରୁ ସେ ୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ପୂର୍ବ ଯୋଜନା ମୁତାବକ ଚଢାଉ କରିଥିଲା ଭିଜିଲାନ୍ସ। ଲାଞ୍ଚ ଟଙ୍କା ଜବତ କରିବା ସହ ଏଏସଓ ସୌମ୍ୟରଞ୍ଜନ ଦାଶଙ୍କୁ ଗିରଫ କରାଯାଇଛି। ଅପରପକ୍ଷେ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୌମ୍ୟରଞ୍ଜନଙ୍କ ଦୁଇଟି ଠିକଣାରେ ଏକକାଳୀନ ଚଢାଉ କରାଯାଇଥିବା ସୂଚନା ମିଳିଛି।

 

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories