www.samajalive.in
Tuesday, December 9, 2025
16.1 C
Bhubaneswar

କୁମାର ହସନଙ୍କୁ ପୂର୍ବତନ ସାଂସଦ ଓ ବିଜେଡି ଜିଲା ସଭାପତିଙ୍କ ଶ୍ରଦ୍ଧାଞ୍ଜଳି

ସମ୍ବଲପୁର: ବିଶିଷ୍ଟ ସାହିତ୍ୟିକ ତଥା ବରିଷ୍ଠ ସାମ୍ବାଦିକ ସ୍ୱର୍ଗତ କୁମାର ହସନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ସହିତ ପରିବାର ବର୍ଗଙ୍କୁ ସାନ୍ତ୍ୱନା ପ୍ରଦାନ କଲେ ପୂର୍ବତନ ସାଂସଦ ନଗେନ୍ଦ୍ର କୁମାର ପ୍ରଧାନ ଏବଂ ବିଜେଡି ଜ଼ିଲ୍ଲା ସଭାପତି ଇଂ. ସିଦ୍ଧାର୍ଥ ଦାସ। ଏହି ଅବସରରେ ଏମ୍ ଡି ସାନଉଲ୍ଲା, ରାଧାକାନ୍ତ ବହିଦାର, ସରୋଜ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories