www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ଣ ୪ଟାରେ ଖୋଲିବ ହୀରାକୁଦ ଡ୍ୟାମ୍‌‌ର ୨ଟି ଗେଟ୍‌‌

ହୀରାକୁଦ : ଆଜି ଅପରାହ୍ଣ ୪ଟାରେ ହୀରାକୁଦ ଡ୍ୟାମ୍‌‌ର ୨ଟି ଗେଟ୍‌‌ ଖୋଲାଯିବ। ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା ସମ୍ଭାବନା ଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ଆଜି ମୁଖ୍ୟଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁଙ୍କ ପକ୍ଷରୁ ସୂଚନା ମିଳିଛି। ସକାଳ ୯ଟା ସୁଦ୍ଧା ହୀରାକୁଦର ଜଳସ୍ତର ୬୨୮.୧୦ ଫୁଟ୍‌‌ ରହିଥିଲା। ଜଳସ୍ତର ବୃଦ୍ଧି ପାଉଥିବାରୁ ଗେଟ୍‌‌ ଖୋଲିବାକୁ ନିଷ୍ପତ୍ତି ହୋଇଛି।

ସୃଷ୍ଟି ହେଲା ଲଘୁଚାପ; ପ୍ରବଳ ବର୍ଷା ସମ୍ଭାବନା

ସୂଚନାନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡିଶା,ଉତ୍ତର ଆନ୍ଧ୍ର ଓ ଛତିଶଗଡରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories