www.samajalive.in
Tuesday, December 9, 2025
16.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଯଯାତି କେଶରୀଙ୍କ ନାଁରେ ନାମିତ ହେବ ଯାଜପୁର ମେଡିକାଲ କଲେଜ.. ପ୍ରସ୍ତାବକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ସ୍ପେନ୍‌ଠାରୁ ସି-୨୯୫ ଏମଡବ୍ଲ୍ୟୁ ପରିବହନ ବିମାନ ଗ୍ରହଣ କଲା ଭାରତ..

- Advertisement -

ବିଜେପି ଛାଡ଼ି ବିଜେଡିରେ ସାମିଲ ହେଲେ ରଞ୍ଜନ ପଲେଇ.. ବିଜେପିର କାର୍ଯ୍ୟକାରିଣୀ ସଦସ୍ୟ ତଥା କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରାର୍ଥୀ ରଞ୍ଜନ ପଲେଇ..

ଖୋଲିଲା ହୀରାକୁଦର ୨ଟି ଗେଟ୍‌.. ଉଭୟ ବାମ ଓ ଦକ୍ଷିଣ ପାର୍ଶ୍ବରେ ଗୋଟିଏ ଲେଖାଏଁ ଖୋଲିଲା..

ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ବର୍ଷା.. ଆଜିଠାରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ସମ୍ଭାବନା.. କାଲି ସକାଳ ଯାଏଁ ୫ ଜିଲାକୁ ରେଡ୍‌‌, ୮କୁ ଅରେଞ୍ଜ ଓ ୧୨କୁ ୟେଲୋ ୱାର୍ଣ୍ଣିଂ ଜାରି..

ସଂସଦର ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ଡକାଗଲା ସର୍ବଦଳୀୟ ବୈଠକ..

ଏସିଆନ୍‌‌ ଗେମ୍ସ ପାଇଁ ଯୋଗ୍ୟ ୧୩ ଓଡ଼ିଆ ଆଥଲେଟଙ୍କୁ ସହାୟତା.. ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories