www.samajalive.in
Monday, December 8, 2025
20.1 C
Bhubaneswar

୧୮ରୁ ସଂସଦର ସ୍ୱତନ୍ତ୍ର ଅଧିବେଶନ, ୧୭ରେ ସର୍ବଦଳୀୟ ବୈଠକ

ଡେସ୍କ : ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଆସନ୍ତା ୧୮ ତାରିଖରୁ ୨୨ ତାରିଖପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏହା ପୂର୍ବରୁ ଆସନ୍ତା ୧୭ ତାରିଖ ଅପରାହ୍ଣ ସାଢ଼େ ୪ଟାରେ ସର୍ବଦଳୀୟ ବୈଠକ ଅନଉଷ୍ଠିତ ହେବ । ଏନେଇ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ସୂଚନା ଦେଇଛନ୍ତି । ତେବେ ସଂସଦର ସ୍ୱତନ୍ତ୍ର ଅଧିବେଶନ ସେପ୍ଟେମ୍ବର ୧୮ରେ ପୁରୁଣା ଭବନରେ ହିଁ ଆରମ୍ଭ ହେବ।

ଅନ୍ୟ ପକ୍ଷରେ ଗଣେଶ ଚତୁର୍ଥୀ ଅବସରରେ ୧୯ ତାରିଖରେ ନୂଆ ସଂସଦ ଭବନରେ ସଂସଦର ପ୍ରଥମ ଅଧିବେଶନ ହେବ। ୧୮ରେ ପୁରୁଣା ଭବନରେ ଅଧିବେଶନ ଆରମ୍ଭ ହେବା ପରେ ୧୯ରେ ଏହା ନୂଆ ଭବନକୁ ସ୍ଥାନାନ୍ତର ହେବ।

- Advertisement -

ସୂଚନାଯୋଗ୍ୟ, ଚଳିତ ବର୍ଷ ମେ’ ୨୮ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂତନ ସଂସଦ ଭବନକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories