www.samajalive.in
Thursday, December 11, 2025
18.1 C
Bhubaneswar

ମହାନଦୀକୁ ଡେଇଁ ଯୁବତୀ ନିଖୋଜ

ସମ୍ବଲପୁର : ମହାନଦୀକୁ ଡେଇଁ ଯୁବତୀ ନିଖୋଜ ହୋଇଛନ୍ତି। ଚାଉଁରପୁର ବ୍ରିଜରୁ ମହାନଦୀକୁ ଯୁବତୀ ଡେଇଁଛନ୍ତି। ଯୁବତୀଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ଉଦ୍ଧାରକାର କାର୍ଯ୍ୟ ଜାରି ରଖିଛନ୍ତି। ଯୁବତୀଙ୍କ ବୟସ ୨୦ ବର୍ଷ ମଧ୍ୟରେ ହେବ ବୋଲି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ତେବେ କେଉଁ କାରଣରୁ ସେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ତାହା ଜଣାପଡିନାହିଁ।

Hot this week

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

ପରିବାରରୁ ଦୁର୍ନୀତି ବିରୋଧରେ ଶିକ୍ଷା ଦିଆଯାଉ: ଜଷ୍ଟିସ ନାୟକ

ଦୁର୍ନୀତି ମୁକ୍ତ ଓଡ଼ିଶା ସାମୂହିକ ସଂକଳ୍ପ ହେଉ: ରାଜ କୁମାର ଭୁବନେଶ୍ବର :...

Related Articles

Popular Categories