www.samajalive.in
Saturday, December 13, 2025
26.1 C
Bhubaneswar

 ଭୋଟର ସଚେତନତା ରଥର ଶୁଭାରମ୍ଭ 

କାମାକ୍ଷାନଗର: କାମାକ୍ଷାନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଭୋଟର ସଚେତନତା ରଥକୁ ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ନିର୍ବାଚନ ଦାୟିତ୍ଵ ରେ ଥିବା ସହକାରୀ ଜିଲାପାଳ ଦୀପକ କୁମାର ମିଶ୍ର, ଅନ୍ୟତମ ସହକାରୀ ଜିଲାପାଳ ମଦନ ମୋହନ ଜେନା ତଥା କାର୍ଯ୍ୟାଳୟ ର ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories