www.samajalive.in
Saturday, December 13, 2025
26.1 C
Bhubaneswar

ପାରା ସମ୍ପ୍ରସାରଣ କର୍ମଚାରୀଙ୍କ ତାଲିମ୍ କର୍ମଶାଳା

ଜି ଉଦୟଗିରି: ସ୍ଥାନୀୟ ସମନ୍ୱିତ ସଭା ଗୃହରେ ଜିଲ୍ଲା କୃଷି ଅଧିକାରୀ ସୁବାଷ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଦୁଇଦିନିଆ ପାରା ସମ୍ପ୍ରସାରଣ କାର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ କେଉଁ ଚାଷରେ ଅଧିକା ଲାଭ ହେବ ଓ କେଉଁ ପଦ୍ଧତିରେ ଚାଷ କରାଯିବ ସେ ନେଇ ଆଲୋଚନା ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ପ୍ରହଲ୍ଲାଦ ସେନାପତି ଯୋଗ ଦେଇଥିଲେ। କର୍ମଶାଳାରେ ରାଇକିଆ, ଚକାପାଦ, ଟିକାବାଲି ଓ ଜି ଉଦୟଗିରିରୁ ୧୫୦ରୁ ଅଧିକ ବିଭାଗୀୟ କର୍ମଚାରୀ, କୃଷକ ସାଥୀ ଓ ପ୍ରଗତିଶୀଳ ଚାଷୀ ଯୋଗ ଦେଇଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories