www.samajalive.in
Sunday, December 14, 2025
19.1 C
Bhubaneswar

ଲଖନଉରେ ଛାତ ଖସି ୫ ମୃତ

ଲଖନଉ : ଉତ୍ତର ରେଲୱେ ଲଖନଉ ମଣ୍ଡଳର ଫତେହ ଅଲୀ ରେଲୱେ କଲୋନୀରେ ବିଳମ୍ବିତ ରାତିରେ ଏକ ଘରର ଛାତ ଖସି ପାଞ୍ଚ ଜଣଙ୍କ ମୃତ୍ୟୁ ହୋଇଛି। ଲଗାଣ ବର୍ଷା ପରେ ଏଭଳି ଅଘଟଣ ଘଟିଛି। ସକାଳ ସମୟରେ ସଫେଇ କର୍ମଚାରୀ ଏହି ଘଟଣା ବିଷୟରେ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ ଓ ଏନଡିଆରଏଫ ଟିମ୍‌‌ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ମୃତକଙ୍କ ମଧ୍ୟରେ ପୁରୁଷ, ମହିଳାଙ୍କ ସହ ଶିଶୁ ମଧ୍ୟ ରହିଛନ୍ତି। ଘଟଣାର ତଦନ୍ତ ଜାରି ରହିଛି।

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories