www.samajalive.in
Tuesday, December 9, 2025
15.1 C
Bhubaneswar

୨୧ ନୁହେଁ ୨୨ରେ ହେବ ବାଚସ୍ପତି ନିର୍ବାଚନ

ଭୁବନେଶ୍ବର : ଦିନଟେ ଘୁଞ୍ଚିଲା ବାଚସ୍ପତି ନିର୍ବାଚନ। ୨୨ ତାରିଖ ସକାଳ ୯ଟାରେ ୩୦ରେ ହେବ ନିର୍ବାଚନ। ଏନେଇ ଆଜି ସୂଚନା ମିଳିଛି। ୨୧ ପରିବର୍ତ୍ତେ ୨୨ରେ ହେବ ବାଚସ୍ପତି ନିର୍ବାଚନ। ବାଚସ୍ପତି ନିର୍ବାଚନ ପାଇଁ ୨୧ ତାରିଖରେ ନାମାଙ୍କନ ଦାଖଲ କରାଯାଇଥିଲା। ନୂଆଖାଇ ପାଇଁ ବାଚସ୍ପତି ନିର୍ବାଚନ ଘୁଞ୍ଚାଯାଇଥିବା ନେଇ ସୂଚନା ମିଳିଛି। ବାଚସ୍ପତି ନିର୍ବାଚନ ବର୍ଜନ ଘୋଷଣା କରିଥିଲେ କଂଗ୍ରେସ,ବିଜେପି। ନିର୍ବାଚନ ଘୁଞ୍ଚାଇବା ଦାବିରେ ବର୍ଜନ ପାଇଁ ଘୋଷଣା କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories