www.samajalive.in
Friday, December 12, 2025
19.1 C
Bhubaneswar

ଡୁମେରମୁଣ୍ଡା ଗସ୍ତରେ କଳାହାଣ୍ଡି ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ

ଲାଞ୍ଜିଗଡ଼: ଆଜି ଦିନିକିଆ ଲାଞ୍ଜିଗଡ଼ ବ୍ଲକ ଗସ୍ତ କରିବା ସହିତ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି କଳାହାଣ୍ଡି ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶିବାଜୀ ମାଝୀ। ଶ୍ରୀ ମାଝୀ ଆଜି ପ୍ରଥମେ ବିଶ୍ବନାଥପୁର ନିକଟସ୍ଥ ଡୁମେରମୁଣ୍ଡା ଗସ୍ତ କରିବା ସହିତ ସେଠାକାର ଲୋକଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହାପରେ ଡୁମେରମୁଣ୍ଡାଠାରେ ଲଗାଣ ବର୍ଷାରେ ଘର ଭାଙ୍ଗି ମ୍ରୁତ୍ୟୁବରଣ କରିଥିବା ଋଷିମଣି ସାହୁଙ୍କ ଘରକୁ ଯାଇ ସମବେଦନା ଜଣାଇଥିଲେ। ଏହାପରେ ଶ୍ରୀ ମାଝୀ ଲାଞ୍ଜିଗଡ଼ ଗସ୍ତ କରିବା ସହିତ ଜିଲ୍ଲା ପ୍ରଶାସନ ପକ୍ଷରୁ ଜେଏମ୍ଏଫ୍ ସି କୋର୍ଟ ପାଇଁ ସ୍ଥାନ ନିରୀକ୍ଷଣ ସମୟରେ ଉପସ୍ଥିତ ରହିଥିଲେ।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories