www.samajalive.in
Sunday, December 14, 2025
26.1 C
Bhubaneswar

ଭଉଣୀ ଗୀତା ମେହେଟ୍ଟାଙ୍କ ଅନ୍ତିମ ଦର୍ଶନ କଲେ ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆଦିଲ୍ଲୀରେ ପହଞ୍ଚି ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ଅନ୍ତିମ ଦର୍ଶନ କରିଛନ୍ତି। ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକରେ ଗଭୀର ମର୍ମାହତ ଥିବା ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ଆଜି ସକାଳୁ ଗୀତାଙ୍କ ଶେଷ ଦର୍ଶନ ପାଇଁ ସେ ଦିଲ୍ଲୀ ଅଭିମୁଖେ ବାହାରିଥିଲେ। ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଯାଇଥିଲେ। ସେଠାରୁ ଗୀତାଙ୍କ ବାସଭବନରେ ପହଞ୍ଚି ବଡ଼ ଭଉଣୀଙ୍କ ଶେଷ ଦର୍ଶନ କରିଛନ୍ତି। ସୋମବାର ଗୀତାଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଭଉଣୀ, ବିଶିଷ୍ଟ ଲେଖିକା, ସାମ୍ବାଦିକା ତଥା ବୃତ୍ତଚିତ୍ର ନିର୍ମାତା ଗୀତା ମେହଟ୍ଟାଙ୍କ ୮୦ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ଦିନର ଶାରୀରିକ ଅସୁସ୍ଥତା ପରେ ଗତକାଲି ନିଜ ଦିଲ୍ଲୀସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories