www.samajalive.in
Monday, December 8, 2025
24.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଏସିଆ କପ୍‌ ଜିତିଲା ଭାରତ.. ଅଷ୍ଟମ ଥର ପାଇଁ ଟିମ୍‌ ଇଣ୍ଡିଆ ଚମ୍ପିଆନ୍‌..

ଏସିଆ କପ୍‌ ଫାଇନାଲ: ୫୦ ରନ୍‌ରେ ଅଲ୍‌ଆଉଟ୍‌ ଶ୍ରୀଲଙ୍କା..

- Advertisement -

ବଡ ଭଉଣୀ ଗୀତା ମେହଟ୍ଟାଙ୍କ ଅନ୍ତିମ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ପିଏମ ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ.. ଏହି ଯୋଜନା ଲାଗି ୧୩ ହଜାର କୋଟି ଟଙ୍କା ବ୍ୟୟ ବରାଦ..

ଆଗାମୀ କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ ପ୍ରାୟ ୧୫ଶହ ଶ୍ରଦ୍ଧାଳୁଙ୍କୁ ମାଗଣା ହବିଷ ବ୍ରତ ସେବା ଯୋଗାଇବେ ରାଜ୍ୟ ସରକାର.. ସଞ୍ଚାର (ଅନ୍‌ଲାଇନ୍‌)ରେ ହେବ ନାମ ପଞ୍ଜୀକରଣ..

ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ନୂଆ ସଂସଦ ଭବନରେ ଜାତୀୟ ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼..

୭୪ ବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ.. ଆଜି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ..

ସୁନ୍ଦରଗଡ଼ରେ ୧୧ ସ୍କ୍ରବ ଟାଇଫସ୍‌ ଆକ୍ରାନ୍ତ ଚିହ୍ନଟ.. ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦କୁ ବୃଦ୍ଧି..

ଆସନ୍ତାକାଲି ସଂସଦର ସ୍ବତନ୍ତ୍ର ଅଧିବେଶନ.. ଆଜି ସର୍ବଦଳୀୟ ବୈଠକ

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories