www.samajalive.in
Sunday, December 14, 2025
19.1 C
Bhubaneswar

ପାଲାକାରଙ୍କ ପରଲୋକରେ ଶୋକ

ଚୌଦ୍ୱାର : ସୁପ୍ରତିଷ୍ଠିତ ପାଲା ଗାୟକ ଶଙ୍କରପୁର ଗ୍ରାମର ଗୋପୀନାଥ ମାଝୀଙ୍କର ପରଲୋକରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ଏକାଦଶାହ ଅବସରରେ ଟାଙ୍ଗୀ-ଚୌଦ୍ୱାର ବିଶ୍ୱେଶ୍ୱର ପାଲା ମଣ୍ଡଳ ତରଫରୁ ଏକ ଶୋକସଭାର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଚିତ୍ରାନନ୍ଦ ପଣ୍ଡା, ଶିବରାମ ବାରିକ, ସନ୍ତୋଷ କୁମାର ପ୍ରଧାନ, ନିରଞ୍ଜନ ପଣ୍ଡା, ରବୀନ୍ଦ୍ର କୁମାର ଦାସ, କୃଷ୍ଣଚନ୍ଦ୍ର ବାରିକ ପ୍ରମୁଖ ପାଲାକାର ସ୍ୱର୍ଗତ ମାଝୀଙ୍କ ସ୍ମୃତିଚାରଣ କରି ତାଙ୍କ ପରଲୋକ ପାଲା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମତବ୍ୟକ୍ତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁ ପାଲାପ୍ରେମୀ ଓ ସ୍ଥାନୀୟ ଲୋକ ଯୋଗ ଦେଇଥିଲେ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories