www.samajalive.in
Sunday, December 14, 2025
26.1 C
Bhubaneswar

ରାଜଧାନୀରେ ଧୁମ୍‌ଧାମ୍‌ରେ ଭଗବାନ ଶ୍ରୀ ଶ୍ରୀ ବିଶ୍ୱକର୍ମାଙ୍କ ପୂଜା ପାଳିତ

ଭୁବନେଶ୍ୱର : ଭୁବନେଶ୍ୱର ସହରରେ ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ଭଗବାନ ଶ୍ରୀ ଶ୍ରୀ ବିଶ୍ୱକର୍ମାଙ୍କ ପୂଜା ଧୁମ୍‌ଧାମ୍‌ରେ ଅନୁଷ୍ଠିତ ହୋଇଯାଇଛି । କଳିଙ୍ଗନଗର ସ୍ଥିତ କେ-8 ଠାରେ ପାୱାର ପଏଣ୍ଟ ଇଞ୍ଜିନିୟରିଙ୍ଗ ପ୍ରାଇଭେଟ ଲିମିଟେଡ଼ ପକ୍ଷରୁ ବିଶ୍ୱକର୍ମା ପୂଜା ପାଳନ କରାଯାଇଛି । ଏହି ପୂଜାରେ ପାୱାର ପଏଣ୍ଟ କାର୍ଯ୍ୟାଳୟର ନିର୍ଦ୍ଦେଶକ ଶ୍ରୀଯୁକ୍ତ ସମୀର କୁମାର ନାୟକ ( ବାପି ବାବୁ ), ପରିଚାଳକ ସୌଭାଗ୍ୟ ନାୟକ, ଚେୟାରମ୍ୟାନ ରାଜ କିଶୋର ନାୟକ ଏବଂ ଉପରିସ୍ଥ କର୍ମଚାରୀ ଶ୍ରୀଯୁକ୍ତ ରାଜା ବାବୁ , ନୀତେଶ ବାବୁ, ମୁନା ବାବୁ, ଗୋପାଳ ବାବୁ, ବିଶ୍ୱଜିତ ବାବୁ, ସୁବାଷ ନାୟକ ଏବଂ ଅନ୍ୟାନ୍ୟ କର୍ମଚାରୀବୃନ୍ଦ ଉପସ୍ଥିତ ରହି ବିଶ୍ୱକର୍ମାଙ୍କର ପୂଜା ସୁଚାରୁରୂପେ ତୁଲାଇଥିଲେ ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories