www.samajalive.in
Sunday, December 7, 2025
18.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ପ୍ରାଥମିକ ଶିକ୍ଷକ ଆନ୍ଦୋଳନ ସ୍ଥଗିତ.. ଦାବୀ ପୂରଣ ପାଇଁ ଡିସେମ୍ବର ଯାଏ ସମୟ ନେଲେ ସରକାର..

ଜଗତସିଂହପୁର ଜିଲ୍ଲାର ରାହାମା ଖୁସାଲପୁର ଗଳି ପୋଲ ନିକଟରେ ଭାସିଗଲା କାର.. ଗଛରେ ଚଢ଼ିଗଲେ କାର ଚାଳକ..

- Advertisement -

ସନ୍ଧ୍ୟାରେ କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ..

ରସୁଲଗଡ଼ସ୍ଥିତ ଏକ ଦୈନିକ ଖବରକାଗଜ କାର୍ଯ୍ୟାଳୟରେ ଅର୍ଥନୈତିକ ଅପରାଧ ଶାଖା ପକ୍ଷରୁ ଚଢାଉ.. ଖବରକାଗଜ ମାଲିକ ଶାସକ ଦଳର ବିଧାୟକ ଥିବା ସୂଚନା..

୪୮ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ସମ୍ଭାବନା.. ଲଘୁଚାପ ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା..

ତିଗିରିଆ ନୂଆସଡ଼କ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା.. ୪ ମୃତ , ୧ ଗୁରୁତର..

ଟଳିଲା ବଡ଼ଧରଣର ଦୁର୍ଘଟଣା.. ଶିଖରପୁର-ଜଗତପୁର ରାସ୍ତାରେ ଓଲଟିଲା ଗ୍ୟାସ ବୋଝଇ ଟ୍ରକ..

ନୂଆଦିଲ୍ଲୀ : ସଂସଦର ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ.. ୫ ଦିନ ଧରି ଚାଲିବ.. ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ..

ଭାରତର ପ୍ରତିଷ୍ଠା ସାରା ବିଶ୍ୱରେ ଉଚ୍ଚ ହୋଇପାରିଛି.. ପୁରୁଣା ସଂସଦ ଭବନ ଛାଡିବା ଅନୁଭବ ହୋଇ ରହିବ.. ଏହାର ଗୌରବ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ – ପ୍ରଧାନମନ୍ତ୍ରୀ

ଆସନ୍ତାକାଲି ଗଣେଶ ପୂଜାରେ ନୂଆ ସଂସଦ ଭବନକୁ ସ୍ଥାନାନ୍ତର ହେବ..

ବିଶିଷ୍ଟ ଲେଖିକା ତଥା ସାମ୍ବାଦିକା ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସମ୍ପନ୍ନ..

ଆସିକା : ବିଷାକ୍ତ ଖାଦ୍ୟ ଖାଇ ଗୋଟିଏ ପରିବାରର ୩ ମୃତ..

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories