www.samajalive.in
Monday, December 8, 2025
27.1 C
Bhubaneswar

ପ୍ରାଥମିକ ଶିକ୍ଷକ ଆନ୍ଦୋଳନ ସ୍ଥଗିତ; ଡିସେମ୍ବର ଯାଏ ସମୟ ନେଲେ ସରକାର

ଭୁବନେଶ୍ବର: ସ୍ଥଗିତ ରହିଲା ପ୍ରାଥମିକ ଶିକ୍ଷକ ଆନ୍ଦୋଳନ। ଆନ୍ଦୋଳନକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ମହାସଂଘର ମହାସଚିବ ଚାରୁଲତା ମହାପାତ୍ର ସୂଚନା ଦେଇଛନ୍ତି। ଆନ୍ତଃ ମନ୍ତ୍ରୀସ୍ତରୀୟ ବୈଠକରେ ଶିକ୍ଷକ ସଂଘ ସହ ଆଲୋଚନା ପରେ ଦାବୀ ପୂରଣ ପାଇଁ ସରକାର ଡିସେମ୍ବର ଯାଏ ସମୟ ମାଗିଛନ୍ତି। ଏହି ସମୟ ଅବଧି ମଧ୍ୟରେ ଦାବୀ ପୂରଣ ହେବା ନେଇ ସରକାର ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ସ୍ଥଗିତ ରଖାଯାଇଥିବା ମହାସଚିବ ସୂଚନା ଦେଇଛନ୍ତି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories