www.samajalive.in
Wednesday, December 10, 2025
15.1 C
Bhubaneswar

କରାପଲ୍ଲୀରେ ବିଭିନ୍ନ ଗଣେଶ ପୂଜା ମଣ୍ଡପ ପରିଦର୍ଶନ କଲେ ବ୍ରହ୍ମପୁର ବିଧାୟକ

ଗୋପାଳପୁର : ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ କରାପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ କରାପଲ୍ଲୀ ଠାରେ ପୂଜା ପାଉଥିବା ବିଭିନ୍ନ ଗଣେଶ ପୂଜା ମଣ୍ଡପ ବୁଲି ଦେଖିଥିଲେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା। ଏହି ଅବସରରେ ସ୍ଥାନୀୟ ସରପଞ୍ଚ ଏସ.ମେନେକା ରେଡ୍ଡୀଙ୍କ ପକ୍ଷରୁ ବିଧାୟକ ଶ୍ରୀ ପଣ୍ଡା ଓ ଯୁବ ସମାଜସେବୀ ଷନ୍ତୁ ପାତ୍ରଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ ସହ ଏକ‌ ବିରାଟ ପଟୁଆରରେ ଗ୍ରାମ ପରିକ୍ରମା କରାଇ ପୂଜା ମଣ୍ଡପ ବୁଲାଇ ଥିଲେ। ସମସ୍ତ ପୂଜା ମଣ୍ଡପ ରେ ଆୟୋଜକ କମିଟି ପକ୍ଷରୁ ଅତିଥିଙ୍କୁ ଉପଢୌକନ ଦେଇ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ସମାଜସେବୀ ଏମ. ଧର୍ମରାଜ ରେଡ୍ଡୀଙ୍କ ସମେତ ଗ୍ରାମର ଭଦ୍ର‌ବ୍ୟକ୍ତି ମାନେ ଉପସ୍ଥିତ ରହିଥିଲେ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories