www.samajalive.in
Sunday, December 14, 2025
26.1 C
Bhubaneswar

ବାଚସ୍ପତି ପଦ ପାଇଁ ପ୍ରମିଳା ମଲ୍ଲିକଙ୍କ ନାମାଙ୍କନ ଦାଖଲ

ଭୁବନେଶ୍ୱର : ବିଧାନସଭାରେ ବିଜେଡି ପ୍ରାର୍ଥୀ ଭାବେ ବାଚସ୍ପତି ପଦ ପାଇଁ ଗୁରୁବାର ପ୍ରମିଳା ମଲ୍ଲିକ ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମ ମହିଳା ବାଚସ୍ପତି ହେବେ ପ୍ରମିଳା ମଲ୍ଲିକ। ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି। ମନ୍ତ୍ରୀ ଓ ବିଧାୟକଙ୍କ ଗହଣରେ ନାମାଙ୍କନ ଦାଖଲ କରିଛନ୍ତି। ଆସନ୍ତାକାଲି ବାଚସ୍ପତି ନିର୍ବାଚନ ହେବ।
ଏହାପୂର୍ବରୁ ମନ୍ତ୍ରୀ ପଦରୁ ଗୁରୁବାର ପ୍ରମିଳା ମଲ୍ଲିକ ଇସ୍ତଫା ଦେଇଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ବାଚସ୍ପତି ପଦ ପାଇଁ ଆଜି ବିଜେଡି ପକ୍ଷରୁ ନାମାଙ୍କନ ଦାଖଲ କରିବା ସହ ନାମାଙ୍କନ ଭରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories