www.samajalive.in
Monday, December 8, 2025
20.1 C
Bhubaneswar

ଡେଙ୍ଗୁରେ ପ୍ଲାନିଂ ଯୁଗ୍ମ ନିର୍ଦେଶକଙ୍କ ମୃତ୍ୟୁ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଛତ୍ରପୁର ନିବାସୀ ତଥା ସୁବର୍ଣ୍ଣପୁର ଜିଲ୍ଲା ପ୍ଲାନିଂ ଯୁଗ୍ମ ନିର୍ଦେଶକ ଚତୁର୍ଭୁଜ ସାହୁ (୫୬)ଙ୍କ ବୁର୍ଲା ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି । ସେ କିଛିଦିନ ତଳେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ବୁଲୁରା ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ । ମାତ୍ର ତାଙ୍କର ଏଭଳି ଅକାଳ ବିୟୋଗ ଖବର ଜଣାପଡିବାପରେ ଜଣାଶୁଣା ପରିଚିତ ମହଲରେ ଶୋକରଛାୟା ଖେଳିଯାଇଛି । ବୁଧୁବାର ଛତ୍ରପୁର ଗାଁ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା । ଏକମାତ୍ର ପୁଅ ସ୍ଵନନ୍ଦ ସ୍ୱରୂପ ମୁଖାଗ୍ନି ଦେଇଥିଲେ । ସେ ଜଣେ ମିଷ୍ଟାଭାଷୀ, ପରୋପକାରୀ, ବନ୍ଧୁବସ୍ଥଳ ବ୍ୟକ୍ତି ଥିଲେ ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories