www.samajalive.in
Monday, December 8, 2025
27.1 C
Bhubaneswar

ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କୁ ହତ୍ୟା ଧମକ

ଭୁବନେଶ୍ୱର : ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କୁ ଫୋନ୍‌‌ ଯୋଗେ ହତ୍ୟା ଧମକ ଦିଆଯାଇଛି। ଦିଲ୍ଲୀ ପୁଲିସ ନିକଟରେ ଏତଲା ପରେ ପୁଲିସ ତଦନ୍ତ କରୁଥିବା ନେଇ ଗୁରୁବାର ସୂଚନା ମିଳିଛି। ଏହା ସତ କି ପ୍ରାଙ୍କ୍‌‌ କଲ୍‌‌ ଜଣାପଡିବା ସମ୍ଭବ ନଥିବାରୁ ଏନେଇ ଏତଲା ହୋଇଛି। ଦିଲ୍ଲୀ ପୁଲିସ ତଦନ୍ତ କରୁଥିବା ବୈଜୟନ୍ତଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ତେବେ ଫୋନ୍‌‌ କରିଥିବା ବ୍ୟକ୍ତି ହିନ୍ଦି ଭାଷାରେ କଥା ହେଉଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଫୋନ୍‌‌ରେ ଉକ୍ତ ବ୍ୟକ୍ତି ଜଣଙ୍କ ନବ ଦାସଙ୍କ ଭଳି ବୈଜୟନ୍ତ ସମାନ ଦଶା ଭୋଗିବେ ବୋଲି କହିଥିବା ଖବର ମିଳିଛି। ଘଟଣାର ତଦନ୍ତ ଜାରି ରହିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories