www.samajalive.in
Sunday, December 14, 2025
19.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବାରକୋଟ ଥାନା ମରଡଙ୍ଗ ଗ୍ରାମ ନିକଟସ୍ଥ ୨୩ ନମ୍ବର ଜାତୀୟ ରାଜପଥରେ ୨ ବାଇକ ମୁହାଁ ମୁହିଁ.. ୨ ମୃତ, ଜଣେ ଗୁରୁତର..

ହୀରାକୁଦ ଜଳଭଣ୍ଡାରର ୬ଟି ଫାଟକ ଖୋଲିଲା.. ଜଳଭଣ୍ଡାର ବାମ ପାର୍ଶ୍ବରେ ୪ଟି ଓ ଡାହାଣ ପାର୍ଶ୍ବରେ ୨ଟି ଖୋଲିଲା..

- Advertisement -

ତ୍ରିସ୍ତରୀୟ ସୁରକ୍ଷା ବଳୟରେ ବିଧାନସଭା.. ପୁଲିସ ଡିଜି ସୁନୀଲ ବଂଶଲ ସୁରକ୍ଷା ବ୍ୟବସ୍ଥାର କଲେ ସମୀକ୍ଷା..

କୂଟନୈତିକ ବିବାଦ ତେଜୁଥିବା ବେଳେ କାନାଡାରେ ବନ୍ଦ ହେଲା ଭାରତୀୟ ଭିସା ସେବା..

‘ଏକତ୍ବର ମୂର୍ତ୍ତି’: ଆଦି ଶଙ୍କରାଚାର୍ୟ୍ୟଙ୍କ ବିଶାଳକାୟ ପ୍ରତିମୂର୍ତ୍ତି ଅନାବରଣ କଲେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ..

ବିଜେଡିରୁ ବିଦା ହେଲେ ଖଣ୍ଡପଡା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ ରେମୁଣା ବିଧାୟକ ସୁଧାଂଶୁ ପରିଡା..

ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କୁ ଫୋନ୍‌‌ ଯୋଗେ ହତ୍ୟା ଧମକ.. ଦିଲ୍ଲୀ ପୁଲିସ ନିକଟରେ ଏତଲା ପରେ ପୁଲିସ ତଦନ୍ତ କରୁଥିବା ନେଇ ସୂଚନା..

ବିଧାନସଭାରେ ବିଜେଡି ପ୍ରାର୍ଥୀ ଭାବେ ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଲେ ପ୍ରମିଳା ମଲ୍ଲିକ..

ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ମିଳିଲା ରାଜସ୍ୱ ବିଭାଗ ଅତିରିକ୍ତ ଦାୟିତ୍ୱ..

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories