www.samajalive.in
Sunday, December 7, 2025
26.1 C
Bhubaneswar

ବିଧାନସଭାରେ ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର : ଆଜି ଠାରୁ ବିଧାନସଭାରେ ମୌସୁମୀ ଅଧିବେଶନ ଜାରି ରହିଛି। ଅଧ୍ୟକ୍ଷତା କରୁଛନ୍ତି ପ୍ରଥମ ମହିଳା ବାଚସ୍ପତି ପ୍ରମିଳା ମଲ୍ଲିକ। ଦିବଂଗତ ବିଧାୟକଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ସହ ଶୋକ ପ୍ରସ୍ତାବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଗତ କରିଛନ୍ତି। ଏହାସହ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ତ୍ରିଲୋଚନ କାନୁନଗୋଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ ହୋଇଛି।  ନିବେଦିତା ପ୍ରଧାନ, ରମେଶ ସୋରେନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ପୂର୍ବତନ ସଦସ୍ୟ କୁମର ବେହେରାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ପାଳନ ହୋଇଛି। ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ସମର୍ଥନ କରିଛନ୍ତି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories