www.samajalive.in
Monday, December 8, 2025
27.1 C
Bhubaneswar

କେନ୍ଦ୍ରାପଡାରେ ୧୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ

କେନ୍ଦ୍ରାପଡା : କେନ୍ଦ୍ରାପଡାରେ ମେଡିକାଲ କଲେଜ ଓ ହସ୍ପିଟାଲ ଦାବିରେ ଶନିବାର ଆନ୍ଦୋଳନ କରାଯାଉଥିବା ନେଇ ଖବର ମିଳିଛି। ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ କରାଯାଇଛି। ଦୁହୁରିଆ ଛକରେ ରାଜ୍ୟ ରାଜପଥ ଓ ଜାତୀୟ ରାଜପଥ ଅବରୋଧ କରାଯାଇଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ରେଳରୋକ କରିବାକୁ ସଜବାଜ ହେଉଥିବାରୁ ସହରରେ ଗାଡି ଚଳାଚଳ ଠପ୍‌‌ ହୋଇ ଯାଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories