www.samajalive.in
Monday, December 15, 2025
24.1 C
Bhubaneswar

ଚିନ୍ତା ବଢାଉଛି ସ୍କ୍ରବ୍‌‌ ଟାଇଫସ୍‌‌ ; ବଲାଙ୍ଗୀର ଜିଲାରେ ସର୍ବାଧିକ

ବଲାଙ୍ଗୀର : ଚିନ୍ତା ବଢାଉଛି ସ୍କ୍ରବ୍‌‌ ଟାଇଫସ୍‌‌। ଧିରେ ଧିରେ ଏହି ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ନଜର ଆସୁଛି। ବଲାଙ୍ଗୀର ଜିଲାରେ ସବୁଠାରୁ ଅଧିକ ସ୍କ୍ରବ୍‌‌ ଟାଇଫସ୍‌‌ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ଓ ସେପ୍ଟେମ୍ବରରେ ୩୩୭ ସ୍କ୍ରବ ଟାଇଫସ୍‌‌ ପଜିଟିଭ ଚିହ୍ନଟ ହୋଇଛନ୍ତି। ୨ ମାସରେ ୧୨୮୩ ନମୁନାରୁ ୩୩୭ ପଜିଟିଭ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ମିଳିଛି।
ସେହିପରି ସୁନ୍ଦରଗଡ଼ରେ ଆଉ ୧୦ ଜଣ ସ୍କ୍ରବ୍‌ ଟାଇଫସ୍‌ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ପଜିଟିଭ ସଂଖ୍ୟା ୨୨୧କୁ ବୃଦ୍ଧି ପାଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories