www.samajalive.in
Monday, December 15, 2025
24.1 C
Bhubaneswar

ହୁମ୍ମାରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ: ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତରେ ସ୍ଵଛ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସଫେଇ କାର୍ଯ୍ୟ ହୋଇଥିଲା। ଏହାକୁ ଗଞ୍ଜାମ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜସ୍ମିନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉକ୍ତ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏହା ସହିତ ଉପସ୍ଥିତ ରହିଥିବା ପଞ୍ଚାୟତ ବାସୀଙ୍କୁ ଉତ୍ସାହିତ କରିଥିଲେ। ହୁମ୍ମା ଫାଣ୍ଡି ସମ୍ମୁଖରେ ଜାତୀୟ ରାଜପଥ ପାର୍ଶ୍ୱରେ ପଡିରହିଥିବା ଅଳିଆ ଆବର୍ଜନା କୁ ପ୍ରଥମେ ସଫେଇ କରାଯିବା ପରେ ସ୍ଥାନୀୟ ବୀରଭଦ୍ର ହାଇସ୍କୁଲ ପରିସରକୁ ସଫେଇ କରାଯାଇଥିଲା।

Hot this week

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

Related Articles

Popular Categories