www.samajalive.in
Sunday, December 14, 2025
26.1 C
Bhubaneswar

ପୋଖରୀରେ ବୁଡ଼ି ୨ ଛାତ୍ର ମୃତ

ଭୁବନେଶ୍ବର: ପୋଖରୀରେ ବୁଡ଼ି ଦଶମ ଶ୍ରେଣୀର ୨ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି। ପୋଖରୀପୁଟରେ ଏକ ପୋଖରୀରେ ଏହି ୨ଜଣ ଛାତ୍ର ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଉଭୟ ଛାତ୍ରଙ୍କୁ ଉଦ୍ଧା ପରେ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ମୃତ ଘୋଷଣା କରିଛନ୍ତି। କେଉଁ ପରିସ୍ଥିତିରେ ଦଶମ ଶ୍ରେଣୀର ୨ଜଣ ଛାତ୍ର ପୋଖରୀରେ ବୁଡ଼ି ଗଲେ ତାହାର କାରଣ ଅସ୍ପଷ୍ଟ ରହିଛି। ତେବେ ୭ଜଣ ଛାତ୍ର ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ସେମାନଙ୍କ ମଧ୍ୟରୁ ପୋଖରୀରେ ଗାଧୋଉଥିବାବେଳେ ଛାତ୍ର ୨ଜଣ ବୁଡ଼ି ଯାଇଥିବା ସୂଚନା ମିଳିଥିଲା।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories