www.samajalive.in
Saturday, December 6, 2025
23.1 C
Bhubaneswar

ମୋ ସରକାର ସର୍ବଦା ଲୋକଙ୍କ ସମସ୍ୟା ସମାଧାନକୁ ଗୁରୁତ୍ୱ ଦେଇଛି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ବିଧାନସଭାରେ ମୌସୁମୀ ଅଧିବେଶନର ୨ୟ ଦିନ। ଗତ କିଛି ଦିନ ମଧ୍ୟରେ ମନ୍ତ୍ରୀ ବଡ ନା ସଚିବ, ଏହି ପ୍ରଶ୍ନରେ ରାଜ୍ୟ ରାଜନୀତି ସରଗରମ ରହିଥିବା ବେଳେ ଆଜି ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ ଏହାକୁ ନେଇ ହଟ୍ଟଗୋଳ ପରେ ସେ ନିଜେ ଏନେଇ ବିବୃତି ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୋ ସରକାର ସର୍ବଦା ଲୋକଙ୍କ ସମସ୍ୟା ସମାଧାନକୁ ଗୁରୁତ୍ୱ ଦେଇଛି। କୋଭିଡ୍‌‌ ପୂର୍ବରୁ ସିଏମଓ ଭୁବନେଶ୍ୱରରେ ଅଭିଯୋଗ ଶୁଣୁଥିଲା। କୋଭିଡ କାରଣରୁ ପ୍ରାୟ ୨ ବର୍ଷ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଲା। ମାତ୍ର କୋଭିଡ ପରେ ଯଥେଷ୍ଟ ଲୋକ ଅଭିଯୋଗ ପ୍ରକୋଷ୍ଠକୁ ନଆସିବାରୁ ଲୋକଙ୍କ ନିକଟକୁ ଯାଇ ଅଭିଯୋଗ ଶୁଣିବାକୁ ମୋ ନିର୍ଦ୍ଦେଶରେ ସିଏମ୍‌‌ଓ ଜିଲାକୁ ଯାଇ ଅଭିଯୋଗ ଶୁଣିଲେ। ଲୋକଙ୍କ ପାଖରେ ସିଏମଓ ପହଞ୍ଚିଛି। ସିଏମଓ ଉପରେ ଲୋକଙ୍କ ଦୃଢ ଆସ୍ଥା ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories