www.samajalive.in
Monday, December 15, 2025
24.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବିଜେପିକୁ ଝଟ୍‌କା.. ଏନଡିଏରୁ ଅଲଗା ହେଲା ଏଆଇଏଡିଏମକେ..

ମାହାଙ୍ଗା ଡବଲ ମର୍ଡର: ବିଧାୟକ ପ୍ରତାପ ଜେନାଙ୍କ ନାଁରେ ମାମଲା ଚାଲୁ ରଖିବାକୁ କୋର୍ଟଙ୍କ ନିର୍ଦେଶ.. ଧର୍ତ୍ତବ୍ୟ ଅପରାଧ ଭାବେ ମାମଲା ଚାଲୁ ରଖିବାକୁ ସାଲେପୁର ଜେଏମଏଫସି କୋର୍ଟଙ୍କ ନିର୍ଦେଶ..

- Advertisement -

କେନ୍ଦ୍ରାପଡା : ସାମାନ୍ୟ ବଚସାରୁ ଯୁବକଙ୍କୁ ଛୁରି ଭୁସି ହତ୍ୟା..

ଏସୀୟ କ୍ରୀଡ଼ା ମହିଳା କ୍ରିକେଟରେ ଭାରତକୁ ସ୍ବର୍ଣ୍ଣ.. ଫାଇନାଲରେ ଶ୍ରୀଲଙ୍କାକୁ ହରାଇଲା ଟିମ୍‌ ଇଣ୍ଡିଆ..

କମୁଛି ହୀରାକୁଦର ଜଳସ୍ତର.. ୧୦ଟି ଗେଟ୍‌‌ ବନ୍ଦ.. ବର୍ତ୍ତମାନ ୧୪ଟି ଗେଟ୍‌‌ ଦେଇ ଡ୍ୟାମରୁ ନିଷ୍କାସିତ ହେଉଛି ଜଳ..

ବିଧାନସଭାରେ ମୌସୁମୀ ଅଧିବେଶନ.. ଗୃହରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ.. ଲୋକଙ୍କ ପାଖରେ ସିଏମଓ ପହଞ୍ଚିଛି.. ସିଏମଓ ଉପରେ ଲୋକଙ୍କ ଦୃଢ ଆସ୍ଥା ରହିଛି..

Hot this week

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

Related Articles

Popular Categories