www.samajalive.in
Sunday, December 14, 2025
26.1 C
Bhubaneswar

ନିଜିଗଡ଼ରେ ଗଣେଶ ପୂଜା ଆଜ୍ଞା ଲଡୁ ନିଲାମ

ତିଗିରିଆ: ତିଗିରିଆ ବ୍ଲକ ଅନ୍ତର୍ଗତ ନିଜିଗଡ଼ ଗ୍ରାମରେ ଧୁମ୍‌ଧାମ୍‌ରେ ପାଳିତ ହୋଇଛି ବିଦ୍ୟାଦାତା ଗଜାନନଙ୍କ ପୂଜା। ଗ୍ରାମରେ ୬ଟି ମଣ୍ଡପରେ ଗତ ୯ ଦିନ ଧରି ଗଣେଶଙ୍କ ମୃଣ୍ମୟ ପ୍ରତିମା ପୂଜା ପାଉଥିବା ବେଳେ ମଙ୍ଗଳବାର ସନସାଇନ କ୍ଲବ ପକ୍ଷରୁ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଅବସରରେ ଗଜାନନଙ୍କ ଆଜ୍ଞାଲଡୁ ନିଲାମ କରାଯାଇଥିଲା। ନିଲାମରେ ନିଜିଗଡ଼ରେ ଥିବା ରାଣୀ ଏଜେନ୍ସିର ସ୍ୱତ୍ତ୍ୱାଧିକାରୀ ବିଷ୍ଣୁସେନ ପାଲ ସର୍ବାଧିକ ୧୭,୦୦୦ ଟଙ୍କା ଦେଇ ଆଜ୍ଞାଲଡୁକୁ ନେଇଥିଲେ। ସୁନାମଧନ୍ୟ କଣ୍ଠଶିଳ୍ପୀ ଅସୀମା ପଣ୍ଡା ଆଜ୍ଞାଲଡୁ ପ୍ରଦାନ କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories