www.samajalive.in
Friday, December 5, 2025
27.1 C
Bhubaneswar

ପାକିସ୍ତାନରେ ବଡ ଧରଣର ବିସ୍ଫୋରଣ ; ୨୫ରୁ ଅଧିକ ମୃତ

ଇସଲାମାବାଦ : ପାକିସ୍ତାନରେ ବଡ ଧରଣର ବିସ୍ଫୋରଣ ଘଟିଥିବା ନେଇ ଶୁକ୍ରବାର ଖବର ମିଳିଛି। ଏହି ବିସ୍ଫୋରଣରେ ପ୍ରାୟ ୨୫ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭୦ରୁ ଅଧିକ ଗୁରୁତର ହୋଇଛନ୍ତି। ବାଲୋଚିସ୍ତାନ ମାସ୍ତୁଙ୍ଗ ଜିଲାର ଏକ ମସଜିଦ୍‌‌ ନିକଟରେ ଏହି ବିସ୍ଫୋରଣ ଘଟିଥିବା ଜଣାପଡିଛି। ପର୍ବ ପାଳନ ପାଇଁ ଏକତ୍ରିତ ହୋଇଥିବା ବେଳେ ଏହି ବଡ ଧରଣର ବିସ୍ଫୋରଣ ଘଟିଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories