www.samajalive.in
Sunday, December 7, 2025
26.1 C
Bhubaneswar

ଭାରତ-ଇଂଲଣ୍ଡ ଅଭ୍ୟାସ ମ୍ୟାଚ ଆଜି

ଗୌହ୍ବାଟୀ :  ଆଇସିସି ଦିନିକିଆ କ୍ରିକେଟ ବିଶ୍ବକପ ପୂର୍ବରୁ ଆରମ୍ଭ ହୋଇଛି ଅଭ୍ୟାସ ମ୍ୟାଚ୍‌। ଶୁକ୍ରବାର ପାକିସ୍ତାନ-ନ୍ୟୁଜିଲାଣ୍ଡ, ଶ୍ରୀଲଙ୍କା-ବାଂଲାଦେଶ ମଧ୍ୟରେ ଅଭ୍ୟାସ ମ୍ୟାଚ ଖେଳାଯାଇଥିବାବେଳେ ତିରୁଅନନ୍ତପୁରମରେ ଦକ୍ଷିଣ ଆଫ୍ରିକା ଓ ଆଫଗାନିସ୍ତାନ ମ୍ୟାଚ ବର୍ଷା ପାଇଁ ବାତିଲ ହୋଇଯାଇଥିଲା। ଶନିବାର ଭାରତ ପ୍ରଥମ ଅଭ୍ୟାସ ମ୍ୟାଚ ଇଂଲଣ୍ଡ ବିପକ୍ଷରେ ଗୌହ୍ବାଟୀରେ ଖେଳିବ। ରୋହିତ ଶର୍ମାଙ୍କ ନେତୃତ୍ବାଧିନ ଭାରତ ଉକ୍ତ ଅଭ୍ୟାସ ମ୍ୟାଚରେ ପୂର୍ଣ୍ଣ ଏକାଦଶ ସହ ଓହ୍ଲାଇବା ନେଇ ଆଶା କରାଯାଉଛି। କାରଣ ୮​‌େ​‌ର ଭାରତ ବିଶ୍ବକପର ପ୍ରଥମ ମ୍ୟାଚ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିବ। ବିଶ୍ବକପ ପୂର୍ବରୁ ଭାରତ ଏସିଆ କପ୍‌ ଓ ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆରେ ପରୀକ୍ଷାନିରୀକ୍ଷା କରିସାରିଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories