www.samajalive.in
Saturday, December 13, 2025
18.1 C
Bhubaneswar

ଆଇଅଆରବି ୫ମ ଆରକ୍ଷୀ ବାହିନୀ ପକ୍ଷରୁ ସ୍ୱଛ ଭାରତ ଅଭିଯାନ

ବୌଦ୍ଧ : ୫ମ ଭାରତ ଆରକ୍ଷୀ ବାହିନୀ, ବୌଦ୍ଧ ଆନୁକୁଲ୍ୟରେ ବୌଦ୍ଧ ଜିଲ୍ଲା ବଲାଶିଙ୍ଗା ସ୍ଥିତ ଦ‘ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ସ୍ୱଚ୍ଛ ଭାରତ ଅଭିଯାନ କାର୍ୟ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏଥିରେ ଦୁର୍ଗର ଦୂର୍ଗପତି ଦୁର୍ବାସା ନାୟକ, ଉପଦୁର୍ଗପତି ଗୋପବନ୍ଧୁ ତ୍ରିପାଠୀ, ଉପଦୁର୍ଗପତି ଶ୍ରଦ୍ଧାକର ଧାରୁଆ, ଉପଦୁର୍ଗପତି ବେଲାର ମେହେର, ସହାୟକ ଦୁର୍ଗପତି ନଗେଶ ଜେନା, ସହାୟକ ଦୁର୍ଗପତି ରଙ୍କନିଧି ଜାନି ଏବଂ ଅନ୍ୟ ଅଫିସର ବୃନ୍ଦ, ହାବିଲଦାର ଓ ଯବାନମାନେ ଯୋଗ ଦେଇଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories