www.samajalive.in
Tuesday, December 9, 2025
26.1 C
Bhubaneswar

ଦିନ ୨ଟା ମୁଖ୍ୟ ଖବର

ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ,ରାଷ୍ଟ୍ରପତିଙ୍କ ସହ ବିଶିଷ୍ଟ ବ୍ୟକ୍ତି..

ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ୧୧୯ ତମ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଜୟଘାଟରେ  ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି..

- Advertisement -

ଭୁବନେଶ୍ୱର : ବିଜେଡି ଜନସମ୍ପର୍କ ପଦଯାତ୍ରା ଆରମ୍ଭ..

ବିଏମସି ୪୪ ନମ୍ବର ୱାର୍ଡରୁ ଆରମ୍ଭ ହେଲା ପଦଯାତ୍ରା..

ଶୁଭାରମ୍ଭ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ..

ଆନନ୍ଦପୁର : ୨ ବାଇକ୍‌‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରକ..

ଆନନ୍ଦପୁର-ଭଦ୍ରକ ରାସ୍ତାର ଚଣ୍ଡିବିରଞ୍ଚିପୁର ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା..

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍‌‌ .. ୧୫ ଆହତ..

ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ କୁଡିକିମା ଗାଁ ନିକଟରେ ଦୁର୍ଘଟଣା..

କେନ୍ଦ୍ରାପଡାର ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଯଦୁଚନ୍ଦ୍ରପୁର ଗାଁରେ ବ୍ୟକ୍ତିଙ୍କ ଘର ପଛପଟ ବାଡିରେ ଶୋଇଥିଲା ବଉଳା କୁମ୍ଭୀର..

କୁମ୍ଭୀର ଲମ୍ବ ପ୍ରାୟ ୧୩ ଫୁଟ୍‌‌..

ବନ ବିଭାଗ ଟିମ୍‌‌ ପହଞ୍ଚି କୁମ୍ଭୀରକୁ ନଦୀରେ ଛାଡିଲା..

ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ ବର୍ଷା ସୂଚନା..

ଅତିପ୍ରବଳ ବର୍ଷା ହେବା ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ସମ୍ବଲପୁରକୁ ଅରେଞ୍ଜ ଆଲର୍ଟ ଜାରି..

ଏସୀୟ କ୍ରୀଡା ପ୍ରତିଯୋଗିତାରେ ୧୩ ସ୍ୱର୍ଣ୍ଣ ସହ ୫୩ଟି ପଦକ ଜିତି ଚତୁର୍ଥ ସ୍ଥାନରେ ରହିଛି ଭାରତ..

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ , ମାଲକାନଗିରି ସମେତ ୪ଟି ଜିଲ୍ଲାରୁ ଆରମ୍ଭ ହେବ ଏହି ବସ୍ ସେବା..

ସୁନ୍ଦରଗଡ଼ ଜିଲ୍ଲାରେ ଚିହ୍ନଟ ହେଲା ଆଉ ୯ ସ୍କ୍ରବ୍‌ ଟାଇଫସ୍‌ ଆକ୍ରାନ୍ତ, ମୋଟ୍ ଆକ୍ରାନ୍ତ ସଂଖ୍ୟା ୩୦୪କୁ ବୃଦ୍ଧି..

୩୪ଟି ନମୁନାରୁ ୯ ଚିହ୍ନଟ..

Hot this week

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

୫ ବର୍ଷରେ ଗଲାଣି ୫୧୮ ଦାଦନଙ୍କ ଜୀବନ

ସମାଜଲାଇଭ ଡେସ୍କ: ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

Related Articles

Popular Categories