www.samajalive.in
Monday, December 15, 2025
24.1 C
Bhubaneswar

ଜାତିର ଜନକ ମହାତ୍ମଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ

କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ବାଳିକା ଉଚ୍ଚ ବିଦ୍ୟାଳୟରେ ସୋମବାର ଜାତିର ଜନକ ମହାତ୍ମଗାନ୍ଧୀ ଓ ଶାନ୍ତିଦୂତ ଭାରତର ଦ୍ଵିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ବାଳିକା ଉଚ୍ଚ ବିଦ୍ୟାଳୟର ଶତାଧିକ ଛାତ୍ରୀ ଓ ଶିକ୍ଷକ, ଶିକ୍ଷୟତ୍ରୀ ସ୍କୁଲରୁ ଏକ ଶୋଭାଯାତ୍ରାରେ ରାମଧୁନ ସ୍ଲୋଗାନ ଦେଇ ସହର ପରିକ୍ରମା କରି ବିଦ୍ୟାଳୟରେ ପହଂଚି ଥିଲେ। ପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ ତରିଆଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମଂଚାସୀନ ଶିକ୍ଷକ, ଶିକ୍ଷୟିତ୍ରୀ ବାପୁଜୀ ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରିଜୀଙ୍କ  ଜୀବନୀ ଓ ଦେଶ ସ୍ୱାଧୀନତାରେ ଉଭୟ ମହାପୁରୁଷଙ୍କ ସଂଗ୍ରାମ ଉପରେ ଆଲୋକପାତ କରିଥିଲେ।

Hot this week

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

Related Articles

Popular Categories