www.samajalive.in
Sunday, December 14, 2025
19.1 C
Bhubaneswar

ମାତୃସେବା କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି’

ଚୌଦ୍ୱାର: କଖଡ଼ି ଓ କୟଳପଡ଼ା ପଞ୍ଚାୟତ ଅନ୍ତର୍ଗତ ମାତୃସେବା କ୍ଲଷ୍ଟର ଆନୁକୁଲ୍ୟରେ ଶିଶୁ ମହୋତ୍ସବ ଓ ଓଡ଼ିଶା ମିଲେଟସ୍‌‌ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଯାଇଛି। ମାତୃସେବା ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଭରତ ସୋରେନଙ୍କ ଅଧ୍ୟକ୍ଷତାରେ ତଥା ସିଆରସିସି ଜ୍ଞାନ ବିଶ୍ୱାଳଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଏବିଇଓ ଅରୁନ୍ଧତୀ ମିଶ୍ର, କୟଳପଡ଼ା ସରପଞ୍ଚ ଶୈଳବାଳା ନାୟକ, ଶିକ୍ଷାବିତ୍‌‌ ଶିବ ପ୍ରସାଦ ପତି, ଅମଲା ସିଂ, ବିମ୍ବାଧର ବେହେରା,ଗଙ୍ଗାଧର ପୃଷ୍ଟି ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ୪ର୍ଥରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ମାନଙ୍କ ମଧ୍ୟରେ ଆୟୋଜିତ ବିତର୍କ, ଚିତ୍ରାଙ୍କନ, ସଂଗୀତ, ବକ୍ତୃତା, ହସ୍ତାକ୍ଷର, ଆଦି ବିଭିନ୍ନ ପ୍ରତିଯୋଗିତାରେ ୧୫୦ରୁ ଅଧିକ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ବିଜୟୀ ପ୍ରତିଯୋଗୀଙ୍କୁ ଅତିଥି ମାନେ ପୁରସ୍କାର ବିତରଣ କରିଥିଲେ। କ୍ଲଷ୍ଟରସ୍ତରର ଶିକ୍ଷକ ଶିକ୍ଷୟତ୍ରୀ ମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories