www.samajalive.in
Wednesday, December 10, 2025
26.1 C
Bhubaneswar

ଏସୀୟ କ୍ରୀଡାରେ ଖେଳାଳିଙ୍କ ଶ୍ରେଷ୍ଠ ପ୍ରଦର୍ଶନ ନେଇ ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

ଡେସ୍କ: ଏସୀୟ କ୍ରୀଡାରେ ଭାରତୀୟ ଖେଳାଳିଙ୍କ ଶ୍ରେଷ୍ଠ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖୁସି ବ୍ୟକ୍ତ କରିଛନ୍ତି। ସାମାଜିକ ଗଣମାଧ୍ୟମରେ ଏକ ବାର୍ତ୍ତାରେ ଶ୍ରୀ ମୋଦୀ କହିଛନ୍ତି ଯେ ଏଥର ଏସୀୟ କ୍ରୀଡାରେ ଭାରତ ଏପର୍ଯ୍ୟନ୍ତ ସର୍ବୋତ୍ତମ ପ୍ରଦର୍ଶନ କରିଛି। ସେ କହିଛନ୍ତି ଯେ ଏଥର ଏସୀୟ କ୍ରୀଡାରେ ଭାରତ ସର୍ବାଧିକ ୭୩ଟି ପଦକ ଜିତିଛି। ସେ କହିଛନ୍ତି ଯେ ଏସୀୟ କ୍ରୀଡାରେ ଜିତିଥିବା ପ୍ରତ୍ୟେକ ପଦକ ଦେଶର ଖେଳାଳିଙ୍କ ଅତୁଳନୀୟ ଉତ୍ସର୍ଗୀକୃତ, କଠିନ ପରିଶ୍ରମ ଏବଂ କ୍ରୀଡ଼ା ନୈପୁଣ୍ୟ, ଯାହା ସମଗ୍ର ଦେଶ ପାଇଁ ଗର୍ବର ମୁହୂର୍ତ୍ତ ଅଟେ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories