www.samajalive.in
Sunday, December 14, 2025
16.1 C
Bhubaneswar

କ୍ୟାବିନେଟ୍ ନିଷ୍ପତ୍ତି – ୧୦୦ ଟଙ୍କା ବଢ଼ିଲା ଉଜ୍ଜ୍ଵଳା ଗ୍ୟାସ ସବସିଡି

ଡେସ୍କ: କେନ୍ଦ୍ର ସରକାର ଉଜ୍ଜ୍ଵଳା ଯୋଜନା ହିତାଧିକାରୀଙ୍କ ପାଇଁ ସିଲିଣ୍ଡର ପିଛା ଏଲପିଜି ସବସିଡି ଶହେ ଟଙ୍କା ବୃଦ୍ଧି କରିଛନ୍ତି। ଆଜି ନୂଆଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ସିଂ ଠାକୁର କହିଛନ୍ତି ଯେ ଏକ ପ୍ରମୁଖ ନିଷ୍ପତ୍ତି ଅନୁଯାୟୀ କେନ୍ଦ୍ର କ୍ୟାବିନେଟ ଏଲପିଜି ସବସିଡି ବୃଦ୍ଧିକୁ ଅନୁମୋଦନ କରିଛନ୍ତି। ଏହାକୁ ୨୦୦ ଟଙ୍କାରୁ ସିଲିଣ୍ଡର ପିଛା ୩୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories