www.samajalive.in
Saturday, December 6, 2025
19.1 C
Bhubaneswar

ଭଉଣୀକୁ ଗୁଳି କରି ହତ୍ୟା କଲା ଭାଇ

କେନ୍ଦୁଝର : ଭଉଣୀକୁ ଗୁଳି କରି ହତ୍ୟା କଲା ଭାଇ। ଏଭଳି ଏକ ଅଭାବନୀୟ ଘଟଣା କେନ୍ଦୁଝରରେ ଘଟିଛି। ଲାଇସେନ୍ସପ୍ରାପ୍ତ ବନ୍ଧୁକରୁ ଗୁଳି କରି ଭଉଣୀକୁ ହତ୍ୟା କରିଛି ଭାଇ। ପଣ୍ଡାପଡା ଥାନା ସମଗିରି ଗାଁରେ ଘରୋଇ କଳିରୁ ଏହି ହତ୍ୟାକାଣ୍ଡ ଘଟିଛି। ଗୁଳି କରିବା ପରେ ଥାନାକୁ ଆସି ଅଭିଯୁକ୍ତ ଭାଇ ଆତ୍ମସମର୍ପଣ କରିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories