www.samajalive.in
Monday, December 8, 2025
14.1 C
Bhubaneswar

ଦେଶୀ ମହୁଲି ମଦ ଜବତ, ଜଣେ ଗିରଫ

ହରଭଙ୍ଗା : ହରଭଙ୍ଗା ଥାନା ଅନ୍ତର୍ଗତ କଙ୍କଲା ଗ୍ରାମରେ ଶୁକ୍ରବାର ଅବକାରୀ ବିଭାଗ ଚଢ଼ାଉ କରି ସମ୍ବାରୁ ବେହେରା (୩୯)ଙ୍କ ଠାରୁ ୧୦ଲିଟର ଦେଶୀ ମହୁଲି ମଦ ଜବତ କରିବା ସହ ତାଙ୍କୁ ଗିରଫ କରିଛି। ଅନ୍ୟପଟେ ଏହି ଥାନା ଅନ୍ତର୍ଗତ ଦଲକି ଜଙ୍ଗଲରେ ଚଢ଼ାଉ କରି ଏକ ହଜାର କେଜି ମହୁଲ ପୋଚ ସାଙ୍ଗକୁ ୨୦ଲିଟର ଦେଶୀ ମହୁଲି ମଦ ଜବତ କରିଥିବା ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories