www.samajalive.in
Sunday, December 14, 2025
26.1 C
Bhubaneswar

ରାଜ୍ୟର ବିଭିନ୍ନ ସ୍ଥାନରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ, ପ୍ରତିମୂର୍ତ୍ତି ପୁଷ୍ପମାଲ୍ୟାର୍ପଣ ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ

ଭୁବନେଶ୍ବର: କେନ୍ଦୁଝରରେ ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ସେହିପରି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୬ ତମ ପୂଣ୍ୟ ଜନ୍ମତିଥି ତାଳଚେର ଠାରେ ପାଳିତ ହୋଇଛି। ନବରଙ୍ଗପୁରରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି। ଝାରସୁଗୁଡ଼ାରେ ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇଛି। କୁଆଁପାଳ, ମାହାଙ୍ଗା ବ୍ଲକ ଗୋପାଳପୁର ସ୍ଥିତ ଶ୍ରୀ ଶ୍ରୀ ବୀର ଭଦରେଶ୍ୱର ଉଚ ବିଦ୍ୟଳୟ ଓ ବଙ୍ଗୀରାଜ ଗୋପାଳପୁର ଉପ୍ରା ବିଦ୍ୟାଳୟ ପରିସରରେ ପଣ୍ଡିତ ଗୋପବନ୍ଧୁ ଦାଶ ଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ତାଳଚେର ଦେଉଳବେଡ଼ା କୋଲିୟାରୀ ମଡେଲ ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ। ସମାଜ, ଅନୁଗୋଳ କାର୍ଯ୍ୟାଳୟରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ଅନୁଗୋଳ ଉପଜିଲାପାଳ ବରଣେନ୍ଦ୍ୟୁ ମହାନ୍ତି ମାଲ୍ୟାର୍ପଣ କରିଛନ୍ତି। ବାରିପଦାଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇଛି। ବାଲେଶ୍ବରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି।

 

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories