www.samajalive.in
Sunday, December 14, 2025
26.1 C
Bhubaneswar

ରେଙ୍ଗାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଛା ପତ୍ର

ରେଙ୍ଗାଲି: ‘ପରୀକ୍ଷା ପେ ଚର୍ଚ୍ଚା’ କର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରି ବିଭିନ୍ନ ପ୍ରେରଣାଦାୟକ ମାର୍ଗଦର୍ଶନ ପ୍ରଦାନ କରିଥିବାରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ରେଙ୍ଗାଲିର ଅଧ୍ୟକ୍ଷ, ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ସମେତ ୧୦୦ ଜଣ ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ଆସନ୍ତା ୨୫ ବର୍ଷର ଅମୃତ କାଳ ଯାତ୍ରା ନିମନ୍ତେ ବିକଶିତ ଭାରତ ପାଇଁ ବିଶାଳ ସଂକଳ୍ପ, କ୍ରୀତଦାସ ମାନସିକତାରୁ ମୁକ୍ତି, ନିଜ ଐତିହ୍ୟକୁ ନେଇ ଗର୍ବ କରିବା , ଏକତାକୁ ସୁଦୃଢ଼ କରିବା ଓ କର୍ତ୍ତବ୍ୟକୁ ସର୍ବାଧିକ ପ୍ରାଥମିକତା ଦେବା ଭଳି ୫ଟି ନୀତିକୁ ଅନୁସରଣ କରିବାକୁ ପ୍ରଧାନମନ୍ତ୍ରୀ ଏକ ସ୍ବତନ୍ତ୍ର ଚିଠିରେ ପରାମର୍ଶ ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଚିଠି ବିଦ୍ୟାଳୟରେ ପହଞ୍ଚିବା ପରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ/ଶିକ୍ଷୟିତ୍ରୀ ତଥା ଅଭିଭାବକଙ୍କ ମହଲରେ ଆନନ୍ଦ ଓ ଉତ୍ସାହ ପ୍ରକାଶ ପାଇଛି ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories