www.samajalive.in
Friday, December 12, 2025
26.1 C
Bhubaneswar

ନାବାଳିକା ଦୁଷ୍କର୍ମ ମାମଲା: ନାବାଳକ ସମେତ ୪ କୋର୍ଟ ଚାଲାଣ

ରେଙ୍ଗାଲି: ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ୩ ଜଣ ଯୁବକ ଓ ଜଣେ ନାବାଳକ ଗଣଦୁଷ୍କର୍ମ କରିଥିବା ପୁଲିସ ସୂତ୍ରରୁ ପ୍ରାପ୍ତ ସୂଚନାରୁ ପ୍ରକାଶ। ରେଙ୍ଗାଲି ଥାନାରେ ଏତଲା ଦିଆଗଲା ପରେ ରେଙ୍ଗାଲି ପୁଲିସ ଏହାର ତନାଘନା କରି ଏଥିରେ ସଂପୃକ୍ତ ଥିବା ୩ ଜଣ ସାବାଳକଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ବେଳେ ଜଣେ ନାବାଳକକୁ କିଶୋର ନ୍ୟାୟାଳୟ ବୋର୍ଡରେ ହାଜର କରାଯାଇଥିବାର ପ୍ରକାଶ। କୋର୍ଟଚାଲାଣ କରାଯାଇଥିବା ଅଭିଯୁକ୍ତମାନେ ହେଲେ ଚାରପଡାର ବୀରେନ୍ଦ୍ର ମୁଣ୍ଡା, ସମାରୁ ଓରାମ ଏବଂ ବଘିଆ ଗ୍ରାମର ସୁରଜ ଓରାମ।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories