www.samajalive.in
Monday, December 15, 2025
24.1 C
Bhubaneswar

ଷ୍ଟାର୍ଟ ଅପ୍ ଯାତ୍ରା ୨୦୨୩ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାଟଣା: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ପିପିଳିଆ ଲକ୍ଷ୍ମୀ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଓଡିଶା ସରକାରଙ୍କ ଆନୁକୁଲ୍ୟରେ ଷ୍ଟାର୍ଟ ଅପ୍ ଯାତ୍ରା ୨୦୨୩ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ଅଧ୍ୟକ୍ଷ ନିରାକାର ସ୍ଵାଇଁ ଉକ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ପ୍ରାୟ ୨୦୦ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରି ନିଜ ନିଜର ସୃଜନଶୀଳତାର ପରିଚୟ ଦେଇଥିଲେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories