www.samajalive.in
Monday, December 15, 2025
24.1 C
Bhubaneswar

କମ୍ୟୁନିଟି ସେଣ୍ଟର ଶିଳାନ୍ୟାସ କଲେ ମନ୍ତ୍ରୀ ପ୍ରଦିପ ଅମାତ

ବୌଦ୍ଧ: ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ରାଧାନଗର ପଂଚାୟତର ପିପଲକଟା ଗ୍ରାମରେ ଆଜି ଏକ କମ୍ୟୁନିଟି ସେଣ୍ଟର ଶିଳନ୍ୟାସ ହୋଇଯାଇଛି। ମୁଖ୍ୟ ଅତିଥି ଭାବରେ ଜଙ୍ଗଲ ଓ ପରିବେଶ, ପଂଚାୟତରାଜ, ପାନୀୟଜଳ, ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଯୋଗଦେଇ ୮ ଲକ୍ଷ ଟଙ୍କା ବ୍ୟୟରେ ହେବାକୁ ଥିବା ଏହି କମ୍ୟୁନିଟି ସେଣ୍ଟରର ଶିଳାନ୍ୟାସ କରିଥିଲେ। ଏହି ଅବସରରେ କାର୍ତ୍ତିକ ଦେହୁରୀ, ପୂର୍ବତନ ଏନଏସି ଉପାଧ୍ୟକ୍ଷ ବସନ୍ତ କୁମାର ସ୍ୱାଇଁ,ହରିଶ ମିଶ୍ର, ୱାର୍ଡମେମ୍ବର ନନ୍ଦିରାଜ ଜଗଦଲା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories