www.samajalive.in
Saturday, December 6, 2025
26.1 C
Bhubaneswar

ଭୂକମ୍ପରେ ଥରିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ : ଆଫଗାନିସ୍ତାନରେ ବୁଧବାର ସକାଳେ ଭୂକମ୍ପ ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୬.୩ ରେକର୍ଡ କରାଯାଇଛି। ଭୂକମ୍ପର କେନ୍ଦ୍ର ଉତ୍ତର-ପଶ୍ଚିମ ଆଫଗାନିସ୍ତାନରୁ ଭୂମିରୁ ୧୦ କିମି ଗଭୀର ବୋଲି ଜଣାପଡିଛି। ସକାଳ ୬ଟା୧୧ରେ ଭୂକମ୍ପ ଝଟକା ଅନୁଭବ ହୋଇଛି।
ସୂଚନା ଯୋଗ୍ୟ, ଏହାପୂର୍ବରୁ ଶନିବାର ଆଫଗାନିସ୍ତାନରେ ୬.୨ ତିବ୍ରତାର ଭୂକମ୍ପ ଅନୁଭବ ହେବା ସହ ଭୟର ବାତାବରଣ ସୃଷ୍ଟି କରିଥିଲା। ୪ ଦିନ ପୂର୍ବେ ଆଫଗାନିସ୍ତାନରେ ୬.୨ ତୀବ୍ରତାର ଭୂମିକମ୍ପରେ ୪ ହଜାର ଲୋକଙ୍କ ମୃତ୍ୟୁ ହୋଇଥିଲା। ୪ ଦିନ ମଧ୍ୟରେ ୨ଟି ବଡ ଭୂକମ୍ପ ଝଟକାରେ ଆଫଗାନିସ୍ତାନରେ ବଡ ଧରଣର କ୍ଷୟକ୍ଷତି ହୋଇଥିବା ନେଇ ଅନୁମାନ କରାଯାଉଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories