www.samajalive.in
Saturday, December 6, 2025
19.1 C
Bhubaneswar

ବିଶ୍ୱକପ୍‌‌ କ୍ରିକେଟ୍‌‌ ; ବ୍ୟାଟିଂ କରିବ ଆଫଗାନିସ୍ତାନ

ନୂଆଦିଲ୍ଲୀ : ବିଶ୍ୱକପ୍‌‌ କ୍ରିକେଟ୍‌‌। ଆଜି ଦିଲ୍ଲୀରେ ଭାରତ-ଆଫଗାନିସ୍ତାନ ମୁକାବିଲା। ଟସ୍‌‌ ଜିତି ଆଫଗାନିସ୍ତାନ ପ୍ରଥମେ ବ୍ୟାଟିଂ କରିବା ନେଇ ନିଷ୍ପତ୍ତି ନେଇଛି। ଭାରତ ଫିଲଡିଂ କରିବ। ଭାରତୀୟ ଦଳରେ ଶାର୍ଦୁଳ ଠାକୁରଙ୍କୁ ସୁଯୋଗ ମିଳିଛି। ଏହାସହ ଚୂଡାନ୍ତ ଦଳରେ ଅଶ୍ୱିନଙ୍କ ସ୍ଥାନରେ ଶାର୍ଦୁଳ ସାମିଲ ହୋଇଛନ୍ତି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories