www.samajalive.in
Saturday, December 6, 2025
26.1 C
Bhubaneswar

ମିଶନଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ

ଭୁବନେଶ୍ବର: ମିଶନଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ଲୋକସେବା ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଜନାର ଶୁଭାରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟବାସୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳା ସଶକ୍ତିକରଣରେ ଆଜିର ଦିନ ଗୁରୁତ୍ବପୂର୍ଣ୍ଣ। ସ୍କୁଟର ଯୋଜନା ମାଆଙ୍କ ଗତିକୁ ଶକ୍ତିଶାଳୀ କରିଛି। ଓଡ଼ିଶା ପାଇଁ ମାଆମାନେ ଆଣିଛନ୍ତି ନୂଆ ଗତି, ଶକ୍ତି ଓ ପ୍ରଗତୀ। ଆଜି ୧୫ ହଜାର ମାଆ ସ୍କୁଟର ନେଇଛନ୍ତି। ଆଗକୁ ଆଉ ୨ ଲକ୍ଷ ମାଆ ସ୍କୁଟର ପାଇବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ମିଶନଶକ୍ତି ସ୍କୁଟର ଯୋଜନାରେ ୫୨୮ କୋଟି ଟଙ୍କାର ସୁଧ ଛାଡ଼ ହେବ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories